Job 34:14 — Compare Translations

5 translations compared side by side

Odia - 1840
"ଯଦି ପରମେଶ୍ବର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ବାସ ପ୍ରଶ୍ବାସକୁ କାଢ଼ି ନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯେବେ ସେ ତାହାର ଆତ୍ମା ଓ ନିଶ୍ଵାସ ଆପଣା ନିକଟରେ ସଂଗ୍ରହ କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ଯଦି ପରମେଶ୍ୱର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ୱାସପ୍ରଶ୍ୱାସକୁ କାଢ଼ି ନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;
Odia IRV 2017 (ଓଡିଆ ବାଇବେଲ)
ଯଦି ସେ ମନୁଷ୍ୟ ଉପରେ ଆପଣା ମନ ଦେବେ, ଯଦି ସେ ତାହାର ଆତ୍ମା ଓ ନିଶ୍ୱାସ ଆପଣା ନିକଟରେ ସଂଗ୍ରହ କରିବେ;