Job 34:15 — Compare Translations

5 translations compared side by side

Odia - 1840
"ତବେେ ପୃଥିବୀର ସମସ୍ତ ଲୋକେ ମୃତ୍ଯୁବରଣ କରିବେ। ସବୁ ଲୋକ ପୁଣି ଧୂଳି ରେ ପରିଣତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ପୃଥିବୀର ସମସ୍ତ ଲୋକେ ମୃତ୍ୟୁବରଣ କରିବେ। ସବୁ ଲୋକ ପୁଣି ଧୂଳିରେ ପରିଣତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ସକଳ ପ୍ରାଣୀ ଏକତ୍ର ବିନଷ୍ଟ ହେବେ ଓ ମନୁଷ୍ୟ ପୁନର୍ବାର ଧୂଳିରେ ମିଶିଯିବ।