Job 34:16 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭେ ଜ୍ଞାନୀ ମନୁଷ୍ଯ, ତା' ହେଲେ ମାେ କଥା ମନଦଇେ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେ ଜ୍ଞାନୀ ମନୁଷ୍ୟ, ତା’ହେଲେ ମୋ’ କଥା ମନଦେଇ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋʼ ବାକ୍ୟର ରବରେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ବିବେଚନା ଥିଲେ, ଏହା ଶୁଣ; ମୋ’ ବାକ୍ୟର ରବରେ ମନୋଯୋଗ କର।