Job 34:17 — Compare Translations
5 translations compared side by side
Odia - 1840
"ଯେଉଁ ବ୍ଯକ୍ତି ସଚ୍ଚୋଟ ହବୋକୁ ଘୃଣା କରେ, ସେ କବେେ ଶାସକ ହାଇେ ପାରିବ ନାହିଁ। ଆୟୁବ, ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ ଓ ନ୍ଯାଯପରାଯଣ ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ବ୍ୟକ୍ତି ସଚ୍ଚୋଟ ହେବାକୁ ଘୃଣା କରେ, ସେ କେବେ ଶାସକ ହୋଇ ପାରିବ ନାହିଁ। ଆୟୁବ, ପରମେଶ୍ୱର ଅତ୍ୟନ୍ତ ପରାକ୍ରମଶାଳୀ ଓ ନ୍ୟାୟପରାୟଣ ତୁମ୍ଭେ କ’ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?
Odia IRV 2017 (ଓଡିଆ ବାଇବେଲ)
ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ?