Job 34:19 — Compare Translations
5 translations compared side by side
Odia - 1840
"ପରମେଶ୍ବର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ବର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କ ଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାହିଁକି? କାରଣ ପରମେଶ୍ବର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକି ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ୱର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାରଣ ପରମେଶ୍ୱର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ପରମେଶ୍ୱର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?
Odia IRV 2017 (ଓଡିଆ ବାଇବେଲ)
ତେବେ ପରମେଶ୍ଵର ଯେ ଅଧିପତିମାନଙ୍କର ମୁଖାପେକ୍ଷା କରନ୍ତି ନାହିଁ, ଅବା ସମସ୍ତେ ତାହାଙ୍କର ହସ୍ତକୃତ କର୍ମ ହେବାରୁ ଦରିଦ୍ର ଅପେକ୍ଷା ଧନୀକୁ ବିଶେଷ ଜ୍ଞାନ କରନ୍ତି ନାହିଁ, ତାହାଙ୍କୁ ଏପରି କହିବା କେତେ ଅଧିକ ଅନୁପଯୁକ୍ତ?