Job 34:20 — Compare Translations

5 translations compared side by side

Odia - 1840
"ଲୋକେ ହଠାତ୍ ମଧ୍ଯ ରାତ୍ରି ରେ ହୁଏତ ମରି ୟାଇପାରନ୍ତି। ଲୋକେ ହୁଏତ ବମାରେ ହାଇେ ମୃତ୍ଯୁମୁଖ ରେ ପଡ଼ିପାରନ୍ତି। ଏପରିକି କ୍ଷମତାଶାଳୀ ଲୋକ ବି କୌଣସି ସ୍ପଷ୍ଟ କାରଣ ନ ଥାଇ ମରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀମାନେ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକେ ହଠାତ୍ ମଧ୍ୟରାତ୍ରିରେ ହୁଏତ ମରି ଯାଇପାରନ୍ତି। ଲୋକେ ହୁଏତ ବେମାର ହୋଇ ମୃତ୍ୟୁମୁଖରେ ପଡ଼ିପାରନ୍ତି। ଏପରିକି କ୍ଷମତାଶାଳୀ ଲୋକ ବି କୌଣସି ସ୍ପଷ୍ଟ କାରଣ ନ ଥାଇ ମରିପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମୁହୂର୍ତ୍ତକେ, ଅର୍ଦ୍ଧରାତ୍ରରେ ହିଁ ମରନ୍ତି; ଲୋକମାନେ କମ୍ପିତ ହୋଇ ପ୍ରାଣତ୍ୟାଗ କରନ୍ତି ଓ ବିକ୍ରମୀ ବିନା ହସ୍ତକ୍ଷେପରେ ଦୂରୀକୃତ ହୁଅନ୍ତି।