Job 34:21 — Compare Translations
5 translations compared side by side
Odia - 1840
"ପରମେଶ୍ବର ଲୋକମାନଙ୍କର କାର୍ୟ୍ଯ ପଳାପକୁ ଲକ୍ଷ୍ଯ କରନ୍ତି। ପରମେଶ୍ବର ମଣିଷର ପ୍ରେତ୍ୟକକ ପାଦ ଗତିକୁ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟର ମାର୍ଗ ପ୍ରତି ତାହାଙ୍କର ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ପରମେଶ୍ୱର ଲୋକମାନଙ୍କର କାର୍ଯ୍ୟ କଳାପକୁ ଲକ୍ଷ୍ୟ କରନ୍ତି। ପରମେଶ୍ୱର ମଣିଷର ପ୍ରତ୍ୟେକ ପାଦ ଗତିକୁ ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ୱରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ମନୁଷ୍ୟର ମାର୍ଗ ପ୍ରତି ପରମେଶ୍ବରଙ୍କ ଦୃଷ୍ଟି ଅଛି ଓ ସେ ତାହାର ସବୁ ଗତି ଦେଖନ୍ତି।