Job 34:22 — Compare Translations

5 translations compared side by side

Odia - 1840
"ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ବରଙ୍କଠାରୁ ଲୁଚାଇପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ୱରଙ୍କଠାରୁ ଲୁଗ୍ଭଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେଉଁଠାରେ ଅଧର୍ମାଚାରୀଗଣ ଲୁଚି ପାରନ୍ତି, ଏପରି ଅନ୍ଧକାର ଓ ମୃତ୍ୟୁଚ୍ଛାୟା ନାହିଁ।