Job 34:23 — Compare Translations
5 translations compared side by side
Odia - 1840
"ପରମେଶ୍ବର ଲୋକଙ୍କୁ ଆଉ ଟିକିଏ ପରୀକ୍ଷା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ନିଅନ୍ତି ନାହିଁ। ପରମେଶ୍ବର ତାଙ୍କ ସମ୍ମୁଖକୁ ଲୋକଙ୍କୁ ଆଣି ବିଚାର କରିବାକୁ ଦରକାର ମନେ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟର ପରମେଶ୍ଵରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଲୋକଙ୍କୁ ଆଉ ଟିକିଏ ପରୀକ୍ଷା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ନିଅନ୍ତି ନାହିଁ। ପରମେଶ୍ୱର ତାଙ୍କ ସମ୍ମୁଖକୁ ଲୋକଙ୍କୁ ଆଣି ବିଗ୍ଭର କରିବାକୁ ଦରକାର ମନେ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ମନୁଷ୍ୟର ପରମେଶ୍ୱରଙ୍କ ସାକ୍ଷାତରେ ବିଚାରାର୍ଥେ ଯିବାକୁ ହେବ ବୋଲି ତାହା ବିଷୟ ଦୀର୍ଘ ବିବେଚନା କରିବାର ତାହାଙ୍କର ଆବଶ୍ୟକ ନାହିଁ।