Job 34:24 — Compare Translations

5 translations compared side by side

Odia - 1840
"ଯଦି କ୍ଷମତାଶାଳୀ ଲୋକେ ମନ୍ଦକାର୍ୟ୍ଯ କରନ୍ତି, ପରମେଶ୍ବର ସମାନଙ୍କେୁ ପ୍ରଶ୍ନ କରନ୍ତି ନାହିଁ। ସେ ସମାନଙ୍କେୁ କବଳେ ଧ୍ବଂସ କରିଦିଅନ୍ତି। ତାଙ୍କ ସ୍ଥାନ ରେ ଅନ୍ୟ ଲୋକଙ୍କୁ ନେତା କରିବାକୁ ସେ ପସନ୍ଦ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରା; ଲୋକ-ମାନଙ୍କୁ ଖଣ୍ତ ଖଣ୍ତ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କ୍ଷମତାଶାଳୀ ଲୋକେ ମନ୍ଦକାର୍ଯ୍ୟ କରନ୍ତି, ପରମେଶ୍ୱର ସେମାନଙ୍କୁ ପ୍ରଶ୍ନ କରନ୍ତି ନାହିଁ। ସେ ସେମାନଙ୍କୁ କେବଳ ଧ୍ୱଂସ କରିଦିଅନ୍ତି। ତାଙ୍କ ସ୍ଥାନରେ ଅନ୍ୟ ଲୋକଙ୍କୁ ନେତା କରିବାକୁ ସେ ପସନ୍ଦ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଅନୁଦ୍ଦେଶ୍ୟ ଉପାୟରେ ପରାକ୍ରାନ୍ତ ଲୋକମାନଙ୍କୁ ଖଣ୍ଡ ଖଣ୍ଡ କରନ୍ତି ଓ ସେମାନଙ୍କ ସ୍ଥାନରେ ଅନ୍ୟମାନଙ୍କୁ ସ୍ଥାପନ କରନ୍ତି।