Job 34:25 — Compare Translations

5 translations compared side by side

Odia - 1840
"ତେଣୁ ପରମେଶ୍ବର ଜାଣନ୍ତି ଲୋକେ କ'ଣ କରନ୍ତି। ସେଥିପାଇଁ ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ ରାତିକ ଭିତ ରେ ପରାଜିତ କରିବେ ଓ ସମାନେେ ଧ୍ବଂସ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ଵ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ପରମେଶ୍ୱର ଜାଣନ୍ତି ଲୋକେ କ’ଣ କରନ୍ତି। ସେଥିପାଇଁ ପରମେଶ୍ୱର ଦୁଷ୍ଟ ଲୋକମାନଙ୍କୁ ରାତିକ ଭିତରେ ପରାଜିତ କରିବେ ଓ ସେମାନେ ଧ୍ୱଂସ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ସେମାନଙ୍କ କର୍ମର ତତ୍ତ୍ୱ ନିଅନ୍ତି; ପୁଣି, ସେ ରାତ୍ରିରେ ସେମାନଙ୍କୁ ଓଲଟାଇ ପକାନ୍ତି, ତହିଁରେ ସେମାନେ ବିନଷ୍ଟ ହୁଅନ୍ତି।