Job 34:26 — Compare Translations

5 translations compared side by side

Odia - 1840
"ପରମେଶ୍ବର ଦୁଷ୍ଟ ଲୋକଙ୍କୁ ଦଣ୍ଡ ଦବେେ। କାରଣ ସମାନେେ ମନ୍ଦକାର୍ୟ୍ଯ କରନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ଶାସ୍ତି ଦବେେ, ଯେଉଁଠା ରେ କି ଅନ୍ୟ ଲୋକମାନେ ଏହା ଘଟୁଛି ବୋଲି ଦେଖି ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଦୁଷ୍ଟ ଲୋକଙ୍କୁ ଦଣ୍ଡ ଦେବେ। କାରଣ ସେମାନେ ମନ୍ଦକାର୍ଯ୍ୟ କରନ୍ତି। ପରମେଶ୍ୱର ସେହି ଲୋକମାନଙ୍କୁ ଶାସ୍ତି ଦେବେ, ଯେଉଁଠାରେ କି ଅନ୍ୟ ଲୋକମାନେ ଏହା ଘଟୁଛି ବୋଲି ଦେଖି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟ ଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେ ଅନ୍ୟମାନଙ୍କ ଦୃଷ୍ଟିଗୋଚରରେ ଦୁଷ୍ଟଲୋକଙ୍କୁ ପ୍ରହାର କଲା ପରି ସେମାନଙ୍କୁ ପ୍ରହାର କରନ୍ତି;