Job 34:27 — Compare Translations

5 translations compared side by side

Odia - 1840
"କାହିଁକି? କାରଣ ଦୁଷ୍ଟ ଲୋକେ ପରମେଶ୍ବରଙ୍କୁ ମାନନ୍ତି ନାହିଁ। ସହେି ମନ୍ଦ ଲୋକଗୁଡ଼ାକ ପରମେଶ୍ବର ଯାହା ଚାହାନ୍ତି ତାହା କରିବାକୁ ଇଚ୍ଛା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଦୁଷ୍ଟ ଲୋକେ ପରମେଶ୍ୱରଙ୍କୁ ମାନନ୍ତି ନାହିଁ। ସେହି ମନ୍ଦ ଲୋକମାନେ ପରମେଶ୍ୱର ଯାହା ଗ୍ଭହାନ୍ତି ତାହା କରିବାକୁ ଇଚ୍ଛା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ତାହାଙ୍କ ଅନୁଗମନରୁ ବିମୁଖ ହେଲେ ଓ ତାହାଙ୍କର କୌଣସି ମାର୍ଗ ଆଦର କରିବାକୁ ଅନିଚ୍ଛୁକ ହେଲେ;