Job 34:28 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳ ରେ ସହେି ଗରିବମାନେ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ବର ମଧ୍ଯ ସମାନଙ୍କେ ଡ଼ାକକୁ ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳରେ ସେହି ଗରିବମାନେ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ୱର ମଧ୍ୟ ସେମାନଙ୍କ ଡାକକୁ ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ତାହାଙ୍କ ଛାମୁରେ ଦରିଦ୍ରର କ୍ରନ୍ଦନ ଉପସ୍ଥିତ କରାଇଲେ, ତହୁଁ ସେ ଦୁଃଖୀର କ୍ରନ୍ଦନ ଶୁଣିଲେ।