Job 34:29 — Compare Translations
5 translations compared side by side
Odia - 1840
"କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ପରମେଶ୍ୱର ସ୍ଥିର କରନ୍ତି ସେମାନଙ୍କୁ ସାହାଯ୍ୟ କରିବେ ନାହିଁ। ତା’ହେଲେ କେହି ପରମେଶ୍ୱରଙ୍କୁ ଦୋଷ ଦେଇ ପାରିବ ନାହିଁ। ଯଦି ପରମେଶ୍ୱର ଲୋକଙ୍କଠାରୁ ନିଜକୁ ଲୁଚେଇ ରଖନ୍ତି, କେହି ତାଙ୍କୁ ଖୋଜି ପାଇବ ନାହିଁ। ପରମେଶ୍ୱର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଶାନ୍ତି ଦେଲେ, କିଏ ଦୋଷ ଦେଇ ପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖି ପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;
Odia IRV 2017 (ଓଡିଆ ବାଇବେଲ)
ସେ ଶାନ୍ତି ଦେଲେ, କିଏ ଦୋଷ ଦେଇପାରେ? ଓ ସେ ଆପଣା ମୁଖ ଆଚ୍ଛାଦନ କଲେ, କିଏ ତାହାଙ୍କୁ ଦେଖିପାରେ? ଏହା କୌଣସି ଗୋଷ୍ଠୀ ଅବା କୌଣସି ବ୍ୟକ୍ତି ପ୍ରତି କରାଗଲେ, ଏକ ସମାନ ଥାଏ;