Job 34:3 — Compare Translations

5 translations compared side by side

Odia - 1840
"କାରଣ କର୍ଣ୍ଣ ଯାହା ଶୁଣେ ତାହା ପରୀକ୍ଷା କରେ, ଠିକ୍ ଜିହ୍ବା ଖାଦ୍ୟର ସ୍ବାଦ ବାରିବା ପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରସନା ଯେପରି ଭକ୍ଷ୍ୟର ସ୍ଵାଦୁ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ କର୍ଣ୍ଣ ଯାହା ଶୁଣେ ତାହା ପରୀକ୍ଷା କରେ, ଠିକ୍ ଜିହ୍ୱା ଖାଦ୍ୟର ସ୍ୱାଦ ବାରିବା ପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।