Job 34:30 — Compare Translations
5 translations compared side by side
Odia - 1840
"ଯଦି ଜଣେ ଶାସକ ଲୋକଙ୍କ ପାପର କାରଣ ହୁଅନ୍ତି, ତା' ହେଲେ ପରମେଶ୍ବର ସହେି ବ୍ଯକ୍ତିକୁ ଶାସନ ଗାଦିରୁ ହଟାଇ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଅଧାର୍ମିକ ଲୋକ ରାଜତ୍ଵ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଶାସକ ଲୋକଙ୍କ ପାପର କାରଣ ହୁଅନ୍ତି, ତା’ହେଲେ ପରମେଶ୍ୱର ସେହି ବ୍ୟକ୍ତିକୁ ଶାସନ ଗାଦିରୁ ହଟାଇ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଅଧାର୍ମିକ ଲୋକ ରାଜତ୍ୱ କରେ ନାହିଁ, ଲୋକମାନଙ୍କୁ ଫାନ୍ଦରେ ପକାଇବାକୁ କେହି ନ ଥାଏ।