Job 34:31 — Compare Translations
5 translations compared side by side
Odia - 1840
"ଏହା ଘଟିବ ଯଦି ସେ ପରମେଶ୍ବରଙ୍କୁ ପ୍ରାର୍ଥନା କରି କ ହେ, ମୁଁ ଦୋଷୀ ଅଟେ। ମୁଁ ଆଉ ପାପ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ କେହି କି ପରମେଶ୍ଵରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ଏହା ଘଟିବ ଯଦି ସେ ପରମେଶ୍ୱରଙ୍କୁ ପ୍ରାର୍ଥନା କରି କହେ, ମୁଁ ଦୋଷୀ ଅଟେ। ମୁଁ ଆଉ ପାପ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ‘ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;
Odia IRV 2017 (ଓଡିଆ ବାଇବେଲ)
କାରଣ କେହି କି ପରମେଶ୍ୱରଙ୍କୁ କହିଅଛି, ମୁଁ ଶାସ୍ତି ଭୋଗ କରୁଅଛି, ଆଉ ଦୋଷ କରିବି ନାହିଁ;