Job 34:32 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ଯଦିଓ ମୁଁ ତୁମ୍ଭକୁ ଦେଖିପାରୁ ନାହିଁ, ଜୀବନ ରେ କେଉଁଟା ଠିକ୍ ବାଟ ମାେତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ କରିଛି, ମୁଁ ଆଉ ସପରେି ପୁଣି ଥରେ କରିବି ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯେବେ ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ଯଦିଓ ମୁଁ ତୁମ୍ଭକୁ ଦେଖି ପାରୁ ନାହିଁ, ଜୀବନରେ କେଉଁଟା ଠିକ୍ ବାଟ ମୋତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ୍ କରିଛି, ମୁଁ ଆଉ ସେପରି ପୁଣି ଥରେ କରିବି ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?’
Odia IRV 2017 (ଓଡିଆ ବାଇବେଲ)
ଯାହା ମୁଁ ଜାଣୁ ନାହିଁ, ତାହା ତୁମ୍ଭେ ମୋତେ ଶିଖାଅ; ଯଦି ମୁଁ ଅପରାଧ କରିଅଛି, ତେବେ ଆଉ ତାହା କରିବି ନାହିଁ?