Job 34:36 — Compare Translations
5 translations compared side by side
Odia - 1840
"ମୁଁ ଭାବୁଛି ଆୟୁବକୁ ଅଧିକ ଦଣ୍ଡ ଦିଆୟିବା ଦରକାର। କାହିଁକି? କାରଣ ଆୟୁବ ଆମ୍ଭକୁ ଯାହା ଉତ୍ତର ଦଲୋ, ଯମେିତି ଜଣେ ଦୁଷ୍ଟ ବ୍ଯକ୍ତି ଉତ୍ତର ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଭାବୁଛି ଆୟୁବକୁ ଅଧିକ ଦଣ୍ଡ ଦିଆଯିବା ଦରକାର। କାରଣ ଆୟୁବ ଆମ୍ଭକୁ ଯାହା ଉତ୍ତର ଦେଲା, ଯେମିତି ଜଣେ ଦୁଷ୍ଟ ବ୍ୟକ୍ତି ଉତ୍ତର ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।
Odia IRV 2017 (ଓଡିଆ ବାଇବେଲ)
ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।