Job 34:37 — Compare Translations

5 translations compared side by side

Odia - 1840
"ଆୟୁବର ବିଦ୍ରୋହ ତା'ର ଅନ୍ୟ ପାପ ସହିତ ୟାଗ କରେ। ଆୟୁବ ଆମ୍ଭ ସମ୍ମୁଖ ରେ ବ ସେ ଏବଂ ଆମ୍ଭକୁ ଅପମାନିତ କରେ ଏବଂ ପରମେଶ୍ବରଙ୍କ ବିଷଯ ରେ ଅତ୍ଯଧିକ କୁ ହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ଵରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବର ବିଦ୍ରୋହ ତା’ର ଅନ୍ୟ ପାପ ସହିତ ଯୋଗ କରେ। ଆୟୁବ ଆମ୍ଭ ସମ୍ମୁଖରେ ବସେ ଏବଂ ଆମ୍ଭକୁ ଅପମାନିତ କରେ ଏବଂ ପରମେଶ୍ୱରଙ୍କ ବିଷୟରେ ଅତ୍ୟଧିକ କୁହେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଯେଣୁ ସେ ଆପଣା ପାପରେ ବିଦ୍ରୋହଭାବ ଯୋଗ କରୁଅଛି, ସେ ଆମ୍ଭମାନଙ୍କ ମଧ୍ୟରେ ହାତତାଳି ଦେଉଅଛି ଓ ପରମେଶ୍ୱରଙ୍କ ପ୍ରତିକୂଳରେ ଅନେକ କଥା କହୁଅଛି।”