Job 34:5 — Compare Translations

5 translations compared side by side

Odia - 1840
"ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆୟୁବ କହିଅଛି, ମୁଁ ଧାର୍ମିକ, ପୁଣି ପରମେଶ୍ଵର ମୋହର ନ୍ୟାୟ ହରଣ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ କହେ, ‘ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ୱର ମୋ’ ପ୍ରତି ଉଚିତ୍ ନ୍ୟାୟ କରି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆୟୁବ କହିଅଛି, ‘ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ଆୟୁବ କହିଅଛି, ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;