Job 34:6 — Compare Translations

5 translations compared side by side

Odia - 1840
"ମୁଁ ନିରପରାଧୀ ହେଲବେି କିନ୍ତୁ ବିଚାର ମାେ ବିରୁଦ୍ଧ ରେ ୟିବାରୁ ମୁଁ ମିଥ୍ଯାବାଦୀ ରେ ଗଣିତ ହାଇେଅଛି। ମୁଁ ନିରପରାଧୀ ହେଲବେି କିନ୍ତୁ ମୁଁ ବହୁତ କଷ୍ଟ ସହିଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିରପରାଧୀ ହେଲେବି ବିଗ୍ଭର ମୋ’ ବିରୁଦ୍ଧରେ ଯିବାରୁ ମୁଁ ମିଥ୍ୟାବାଦୀରେ ଗଣିତ ହୋଇଅଛି। ମୁଁ ନିରପରାଧୀ ହେଲେବି ମୁଁ ବହୁତ କଷ୍ଟ ସହିଅଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।’
Odia IRV 2017 (ଓଡିଆ ବାଇବେଲ)
ମୁଁ ନ୍ୟାୟବାନ ହେଲେ ହେଁ ମିଥ୍ୟାବାଦୀ ଗଣିତ ହୋଇଅଛି; ମୁଁ ଅପରାଧରହିତ ହେଲେ ହେଁ ମୋହର କ୍ଷତି ପ୍ରତିକାରହୀନ।