Job 34:7 — Compare Translations

5 translations compared side by side

Odia - 1840
"ଆୟୁବ ଭଳି ଆଉ କହେି ବ୍ଯକ୍ତି ଅଛନ୍ତି କି? ଆୟୁବ ଖାତିର କରେ ନାହିଁ, ଯଦି ତୁମ୍ଭେ ତାକୁ ଅପମାନିତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ଭଳି ଆଉ କେହି ବ୍ୟକ୍ତି ଅଛନ୍ତି କି? ଆୟୁବ ଖାତିରି କରେ ନାହିଁ, ଯଦି ତୁମ୍ଭେ ତାକୁ ଅପମାନିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ।
Odia IRV 2017 (ଓଡିଆ ବାଇବେଲ)
ଆୟୁବ ପରି କେଉଁ ଲୋକ ଅଛି? ସେ ଜଳ ପରି ନିନ୍ଦା ପାନ କରେ।