Job 34:8 — Compare Translations

5 translations compared side by side

Odia - 1840
"ଆୟୁବ ଦୁଷ୍ଟ ଲୋକଙ୍କ ସହିତ ବନ୍ଧୁତା କରିଛି। ଆୟୁବ ଦୁଷ୍ଟ ଲୋକଙ୍କ ସହିତ ରହିବାକୁ ଭଲପାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟଲୋକମାନଙ୍କ ସଙ୍ଗେ ଗମନାଗମନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ଦୁଷ୍ଟ ଲୋକଙ୍କ ସହିତ ବନ୍ଧୁତା କରିଛି। ଆୟୁବ ଦୁଷ୍ଟ ଲୋକଙ୍କ ସହିତ ରହିବାକୁ ଭଲପାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟ ଲୋକମାନଙ୍କ ସଙ୍ଗେ ଗମନାଗମନ କରେ।
Odia IRV 2017 (ଓଡିଆ ବାଇବେଲ)
ସେ ଅଧର୍ମାଚାରୀମାନଙ୍କ ସଙ୍ଗେ ଯାଏ ଓ ଦୁଷ୍ଟଲୋକମାନଙ୍କ ସଙ୍ଗେ ଗମନାଗମନ କରେ।