Job 34:9 — Compare Translations

5 translations compared side by side

Odia - 1840
"ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, 'ଜଣେ ଯଦି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ କହିଅଛି, ପରମେଶ୍ଵରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, ‘ଜଣେ ଯଦି ପରମେଶ୍ୱରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ କହିଅଛି, ‘ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।’
Odia IRV 2017 (ଓଡିଆ ବାଇବେଲ)
କାରଣ ସେ କହିଅଛି, ପରମେଶ୍ୱରଙ୍କଠାରେ ଆନନ୍ଦ କଲେ, ମନୁଷ୍ୟର କିଛି ଲାଭ ନାହିଁ।