Job 35:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ଆମ୍ଭକୁ ପଶୁପକ୍ଷୀଙ୍କଠାରୁ ଅଧିକ ଜ୍ଞାନୀ କରନ୍ତି, ସେ କାହାଁନ୍ତି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ଵର କାହାନ୍ତି? ଏହା କେହି ନ କହେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆମ୍ଭକୁ ପଶୁପକ୍ଷୀଙ୍କଠାରୁ ଅଧିକ ଜ୍ଞାନୀ କରନ୍ତି, ସେ କାହାନ୍ତି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି?’ ଏହା କେହି ନ କହେ।
Odia IRV 2017 (ଓଡିଆ ବାଇବେଲ)
ଓ ଆକାଶର ପକ୍ଷୀଗଣ ଅପେକ୍ଷା ଆମ୍ଭମାନଙ୍କୁ ଅଧିକ ଜ୍ଞାନବାନ କରନ୍ତି, ଏପରି ମୋହର ସୃଷ୍ଟିକର୍ତ୍ତା ପରମେଶ୍ୱର କାହାନ୍ତି? ଏହା କେହି ନ କହେ।