Job 35:13 — Compare Translations

5 translations compared side by side

Odia - 1840
"ଏହା ସତ୍ଯ, ସମାନଙ୍କେର ମୂଲ୍ଯହୀନ ମାଗୁଣୀକୁ ପରମେଶ୍ବର ଶୁଣିବେ ନାହିଁ। ସର୍ବଶକ୍ତିମାନ ପରମେଶ୍ବର ସମାନଙ୍କେ ପ୍ରତି ମନୋୟୋଗ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ପରମେଶ୍ଵର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ସତ୍ୟ, ସେମାନଙ୍କର ମୂଲ୍ୟହୀନ ମାଗୁଣୀକୁ ପରମେଶ୍ୱର ଶୁଣିବେ ନାହିଁ। ସର୍ବଶକ୍ତିମାନ ପରମେଶ୍ୱର ସେମାନଙ୍କ ପ୍ରତି ମନୋଯୋଗ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ପରମେଶ୍ୱର ଅସାର କଥା ଶୁଣିବେ ନାହିଁ, କିଅବା ସର୍ବଶକ୍ତିମାନ ତାହା ଆଦର କରିବେ ନାହିଁ।

Recommended Reading