Job 35:14 — Compare Translations

5 translations compared side by side

Odia - 1840
"ଏପରି କମ୍ ଭାବରେ ତୁମ୍ଭେ ଯେତବେେଳେ କୁହ ତୁମ୍ଭେ ତାଙ୍କୁ ପାଇପାରିବ ନାହିଁ, ସେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭର ମାମଲା ତାଙ୍କଠା ରେ ପଡ଼ିଛି ଏବଂ ତୁମ୍ଭେ ନିଶ୍ଚିତ ତାଙ୍କ ପାଇଁ ଅପେକ୍ଷା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ଵରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଏପରି କମ୍ ଭାବରେ ତୁମ୍ଭେ ଯେତେବେଳେ କୁହ ତୁମ୍ଭେ ତାଙ୍କୁ ପାଇପାରିବ ନାହିଁ, ସେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭର ମାମଲା ତାଙ୍କଠାରେ ପଡ଼ିଛି ଏବଂ ତୁମ୍ଭେ ନିଶ୍ଚିତ ତାଙ୍କ ପାଇଁ ଅପେକ୍ଷା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତ କହୁଅଛ, ମୁଁ ପରମେଶ୍ୱରଙ୍କୁ ଦେଖୁ ନାହିଁ, ବିଚାର ତାହାଙ୍କ ସମ୍ମୁଖରେ ଅଛି ଓ ମୁଁ ତାହାଙ୍କୁ ଅପେକ୍ଷା କରୁଅଛି; ତେବେ ମୁଁ ଏହି କଥାକୁ କେତେ ଅନାଦର କରିବି।