Job 35:15 — Compare Translations

5 translations compared side by side

Odia - 1840
"ଆୟୁବ ଭାବେ ପରମେଶ୍ବର ମନ୍ଦ ଲୋକଙ୍କୁ ଶାସ୍ତି ଦିଅନ୍ତି ନାହିଁ। ସେ ଚିନ୍ତା କରେ ପରମେଶ୍ବର ପାପପ୍ରତି ମନୋୟୋଗ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ ଭାବେ ପରମେଶ୍ୱର ମନ୍ଦ ଲୋକଙ୍କୁ ଶାସ୍ତି ଦିଅନ୍ତି ନାହିଁ। ସେ ଚିନ୍ତା କରେ ପରମେଶ୍ୱର ପାପପ୍ରତି ମନୋଯୋଗ କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏବେ, ସେ ନିଜ କ୍ରୋଧରେ ଶାସ୍ତି ଦେଇ ନାହାନ୍ତି, କିଅବା ଅହଙ୍କାର ପ୍ରତି ବଡ଼ ମନୋଯୋଗ କରନ୍ତି ନାହିଁ;