Job 35:16 — Compare Translations

5 translations compared side by side

Odia - 1840
"ତେଣୁ ଆୟୁବ, ତାହାର ମୂଲ୍ଯହୀନ କଥା ଜାରି ରେଖ। ଏହା ଅତି ସହଜ ରେ ଜଣାୟାଏ ଯେ, ଆୟୁବ ଜାଣେ ନାହିଁ ସେ କ'ଣ କହୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆୟୁବ, ତାହାର ମୂଲ୍ୟହୀନ କଥା ଜାରି ରଖେ। ଏହା ଅତି ସହଜରେ ଜଣାଯାଏ ଯେ, ଆୟୁବ ଜାଣେ ନାହିଁ ସେ କ’ଣ କହୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।”
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଆୟୁବ ଅସାର କଥାରେ ଆପଣା ମୁଖ ଫିଟାଏ; ସେ ଅନେକ ଜ୍ଞାନବର୍ଜ୍ଜିତ କଥା କହେ।