Job 35:2 — Compare Translations

5 translations compared side by side

Odia - 1840
"ଆୟୁବ, 'ତୁମ୍ଭେ କ'ଣ ଭାବୁଛ ଯେ ଏହା କହିବା ନ୍ଯାୟ୍ଯ,' ମୁଁ ଠିକ୍ ମାରେ ମକଦ୍ଦମା ରେ ପରମେଶ୍ବରଙ୍କ ବିରୁଦ୍ଧ ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ଵରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ତୁମ୍ଭେ କ’ଣ ଭାବୁଛ ଯେ ଏହା କହିବା ନ୍ୟାୟ? ‘ମୁଁ ଠିକ୍ ମୋର ମକଦ୍ଦମାରେ ପରମେଶ୍ୱରଙ୍କ ବିରୁଦ୍ଧରେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ କି ଏହାକୁ ଆପଣାର ନ୍ୟାୟ ବୋଲି ଜ୍ଞାନ କରୁଅଛ? ଅବା କହୁଅଛ? ପରମେଶ୍ୱରଙ୍କ ଧାର୍ମିକତା ଅପେକ୍ଷା ମୋହର ଧାର୍ମିକତା ଅଧିକ?