Job 35:3 — Compare Translations

5 translations compared side by side

Odia - 1840
"ଏବଂ ଆୟୁବ ତୁମ୍ଭେ ପରମେଶ୍ବରଙ୍କୁ ପଚାର, 'ଯଦି ଜଣେ ତାଙ୍କୁ ଖୁସି କରିବାକୁ ଚେଷ୍ଟା କରେ, ସେ କ'ଣ ଲାଭ ପାଇବ। ମୁଁ ଯଦି ପାପ ନ କରେ, ତା' ହେଲେ ମାରେ କି ଉପକାର ସାଧିତ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆୟୁବ ତୁମ୍ଭେ ପରମେଶ୍ୱରଙ୍କୁ ପଗ୍ଭର, ‘ଯଦି ଜଣେ ତାଙ୍କୁ ଖୁସୀ କରିବାକୁ ଚେଷ୍ଟା କରେ, ସେ କ’ଣ ଲାଭ ପାଇବ? ମୁଁ ଯଦି ପାପ ନ କରେ, ତା’ହେଲେ ମୋର କି ଉପକାର ସାଧିତ ହେବ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ କି ତୁମ୍ଭେ କହୁଅଛ, ‘ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ?’
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ କି ତୁମ୍ଭେ କହୁଅଛ, ଏଥିରୁ ମୋହର କେଉଁ ଫଳ ହେବ? ଓ ପାପ କଲେ ଯେଉଁ ଲାଭ ହୁଅନ୍ତା, ତହିଁରୁ କେଉଁ ଅଧିକ ଲାଭ ମୋହର ହେବ?