Job 35:5 — Compare Translations

5 translations compared side by side

Odia - 1840
"ଆୟୁବ, ଆକାଶକୁ ଦେଖ। ମେଘମାଳାକୁ ଲକ୍ଷ୍ଯ କର, ସେ ସବୁ ତୁମ୍ଭଠାରୁ ବହୁ ଉର୍ଦ୍ଧ୍ବ ରେ ଅବସ୍ଥିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗଗନମଣ୍ତଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ତଳକୁ ଦେଖ
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ଆକାଶକୁ ଦେଖ। ମେଘମାଳାକୁ ଲକ୍ଷ୍ୟ କର, ସେ ସବୁ ତୁମ୍ଭଠାରୁ ବହୁ ଊର୍ଦ୍ଧ୍ୱରେ ଅବସ୍ଥିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।
Odia IRV 2017 (ଓଡିଆ ବାଇବେଲ)
ଗଗନମଣ୍ଡଳ ପ୍ରତି ଦୃଷ୍ଟି କରି ଅନାଅ ଓ ତୁମ୍ଭ ଅପେକ୍ଷା ଉଚ୍ଚ ଆକାଶମଣ୍ଡଳକୁ ଦେଖ।