Job 35:6 — Compare Translations
5 translations compared side by side
Odia - 1840
"ଆୟୁବ, ତୁମ୍ଭେ ଯଦି ପାପ କର, ତାହା ପରମେଶ୍ବରଙ୍କୁ ଆଘାତ କରେ ନାହିଁ। ଯଦି ତୁମ୍ଭେ ଅନକେ ପାପର ଅଧିକାରୀ ହୁଅ, ତବେେ ସେଥି ରେ ପରମେଶ୍ବରଙ୍କର କିଛି ହୁଏ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ପାପ କଲେ, ପରମେଶ୍ଵରଙ୍କ ବିରୁଦ୍ଧରେ କଅଣ କର
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ତୁମ୍ଭେ ଯଦି ପାପ କର, ତାହା ପରମେଶ୍ୱରଙ୍କୁ ଆଘାତ କରେ ନାହିଁ। ଯଦି ତୁମ୍ଭେ ଅନେକ ପାପର ଅଧିକାରୀ ହୁଅ, ତେବେ ସେଥିରେ ପରମେଶ୍ୱରଙ୍କର କିଛି ହୁଏ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପାପ କଲେ, ପରମେଶ୍ୱରଙ୍କ ବିରୁଦ୍ଧରେ କଅଣ କର? ଓ ତୁମ୍ଭର ଅପରାଧ ବୃଦ୍ଧି ପାଇଲେ, ତାହାଙ୍କ ପ୍ରତି ତୁମ୍ଭେ କଅଣ କର?