Job 35:7 — Compare Translations

5 translations compared side by side

Odia - 1840
"ଏବଂ ଆୟୁବ ତୁମ୍ଭେ ଯଦି ବହୁତ ଭଲ ଏହା ପରମେଶ୍ବରଙ୍କୁ ସାହାୟ୍ଯ କରେ ନାହିଁ। ପରମେଶ୍ବର ତୁମ୍ଭଠାରୁ କିଛି ପାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଆୟୁବ ତୁମ୍ଭେ ଯଦି ବହୁତ ଭଲ ଏହା ପରମେଶ୍ୱରଙ୍କୁ ସାହାଯ୍ୟ କରେ ନାହିଁ। ପରମେଶ୍ୱର ତୁମ୍ଭଠାରୁ କିଛି ପାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଧାର୍ମିକ ହେଲେ, ତାହାଙ୍କୁ କଅଣ ଦିଅ? ଅବା ସେ ତୁମ୍ଭ ହସ୍ତରୁ କଅଣ ପାଆନ୍ତି?