Job 35:8 — Compare Translations

5 translations compared side by side

Odia - 1840
"ଆୟୁବ ତୁମ୍ଭେ କରୁଥିବା ଭଲ ଓ ମନ୍ଦ କାର୍ୟ୍ଯସବୁ ତୁମଭଳି ଲୋକମାନଙ୍କୁ ଆକ୍ରାନ୍ତ କରେ। ସେ ସବୁ ପରମେଶ୍ବରଙ୍କ ସାହାୟ୍ଯ ବା କ୍ଷତି କରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟସନ୍ତାନର ଲାଭ କରିପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ ତୁମ୍ଭେ କରୁଥିବା ଭଲ ଓ ମନ୍ଦକାର୍ଯ୍ୟସବୁ ତୁମଭଳି ଲୋକମାନଙ୍କୁ ଆକ୍ରାନ୍ତ କରେ। ସେ ସବୁ ପରମେଶ୍ୱରଙ୍କ ସାହାଯ୍ୟ ବା କ୍ଷତି କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।