Job 35:9 — Compare Translations
5 translations compared side by side
Odia - 1840
"ଦୁଷ୍ଟ ଲୋକମାନେ ଯେତବେେଳେ ଆଘାତ ପାଆନ୍ତି, ସମାନେେ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ସମାନେେ ଶକ୍ତିମାନ ଲୋକଙ୍କ ପାଖକୁ ୟାଆନ୍ତି ଓ ସମାନଙ୍କେର ସାହାୟ୍ଯ ପ୍ରାର୍ଥନା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଦୁଷ୍ଟ ଲୋକମାନେ ଯେତେବେଳେ ଆଘାତ ପାଆନ୍ତି, ସେମାନେ ସାହାଯ୍ୟ ପାଇଁ ଚିତ୍କାର କରନ୍ତି। ସେମାନେ ଶକ୍ତିମାନ ଲୋକଙ୍କ ପାଖକୁ ଯାଆନ୍ତି ଓ ସେମାନଙ୍କର ସାହାଯ୍ୟ ପ୍ରାର୍ଥନା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଉପଦ୍ରବର ବାହୁଲ୍ୟ ସକାଶୁ ଲୋକେ କ୍ରନ୍ଦନ କରନ୍ତି; ବଳବାନର ବାହୁ ସକାଶୁ ସେମାନେ ସାହାଯ୍ୟ ପାଇଁ ଡାକ ପକାନ୍ତି।