Job 36:14 — Compare Translations
5 translations compared side by side
Odia - 1840
"ସହେି ଲୋକମାନେ ମରିବେ, ଯେତବେେଳେ ସମାନେେ ଅଦ୍ଯପି ୟୁବା, ମନ୍ଦିରର ପୁରୁଷ ବେଶ୍ଯାପରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲୋକମାନେ ମରିବେ, ଯେତେବେଳେ ସେମାନେ ଅଦ୍ୟପି ଯୁବା, ମନ୍ଦିରର ପୁରୁଷ ବେଶ୍ୟାପରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯୌବନ କାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।