Job 36:7 — Compare Translations

5 translations compared side by side

Odia - 1840
"ପରମେଶ୍ବର ସତ୍ ଲୋକମାନଙ୍କୁ ଦଖାଚୋହାଁ କବେେ ବନ୍ଦ କରନ୍ତି ନାହିଁ। ସେ ସମାନଙ୍କେୁ ରାଜାମାନଙ୍କ ପରି ଚିରଦିନ ସିଂହାସନ ରେ ବସାନ୍ତି ଏବଂ ସେ ସମାନଙ୍କେର ଉତ୍ଥାନ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସତ୍ ଲୋକମାନଙ୍କୁ ଦେଖାଗ୍ଭହାଁ କେବେ ବନ୍ଦ କରନ୍ତି ନାହିଁ। ସେ ସେମାନଙ୍କୁ ରାଜାମାନଙ୍କ ପରି ଚିରଦିନ ସିଂହାସନରେ ବସାନ୍ତି ଏବଂ ସେ ସେମାନଙ୍କର ଉ‌‌‌ତ୍‌‌‌ଥାପନ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଧାର୍ମିକମାନଙ୍କଠାରୁ ଆପଣା ଦୃଷ୍ଟି ଫେରାନ୍ତି ନାହିଁ; ମାତ୍ର ସେ ସିଂହାସନୋପବିଷ୍ଟ ରାଜାଗଣ ସଙ୍ଗରେ ସଦାକାଳ ସେମାନଙ୍କୁ ସ୍ଥାପନ କରନ୍ତି ଓ ସେମାନେ ଉନ୍ନତ ହୁଅନ୍ତି।