Job 36:8 — Compare Translations
5 translations compared side by side
Odia - 1840
"ତେଣୁ ଯଦି ଲୋକମାନେ ଦଣ୍ଡ ପାଆନ୍ତି, ସମାନେେ ରସି ଓ ଜଞ୍ଜିର ରେ ବନ୍ଧା ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେବେ ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯଦି ଲୋକମାନେ ଦଣ୍ଡ ପାଆନ୍ତି, ସେମାନେ ରସି ଓ ଜଞ୍ଜିରରେ ବନ୍ଧା ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯାʼନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯାʼନ୍ତି,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯଦି ସେମାନେ ଜଞ୍ଜିରରେ ବନ୍ଧାଯା’ନ୍ତି ଓ ଦୁଃଖରୂପ ରଜ୍ଜୁରେ ଧରାଯା’ନ୍ତି