Job 37:1 — Compare Translations

5 translations compared side by side

Odia - 1840
"ବିଜୁଳି ଓ ଘଡ଼ଘଡ଼ି ମାେତେ ଭୟଭୀତ କରେ। ଛାତି ଭିତରର ହୃତପିଣ୍ଡ ଭୟ ରେ କମ୍ପି ଉେଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ଵସ୍ଥାନରୁ ଅନ୍ତରିତ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ବିଜୁଳି ଓ ଘଡ଼ଘଡ଼ି ମୋତେ ଭୟଭୀତ କରେ। ଛାତି ଭିତରର ହୃତପିଣ୍ଡ ଭୟରେ କମ୍ପି ଉଠେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱ ସ୍ଥାନରୁ ଅନ୍ତରିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱସ୍ଥାନରୁ ଅନ୍ତରିତ ହେଉଅଛି।