Job 37:10 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ନିଶ୍ବାସ ରେ ବରଫ ସୃଷ୍ଟି ହୁଏ ଓ ସମୁଦ୍ର ଜମାଟ ବାନ୍ଧି ୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ନିଶ୍ଵାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଙ୍କୀର୍ଣ୍ଣ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିଶ୍ୱାସରେ ବରଫ ସୃଷ୍ଟି ହୁଏ ଓ ସମୁଦ୍ର ଜମାଟ ବାନ୍ଧି ଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଂକୀର୍ଣ୍ଣ ହୁଏ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ନିଶ୍ୱାସରେ ହିମାନୀ ଜନ୍ମେ ଓ ଜଳରାଶିର ବିସ୍ତୃତି ସଙ୍କୀର୍ଣ୍ଣ ହୁଏ।