Job 37:11 — Compare Translations
5 translations compared side by side
Odia - 1840
"ପରମେଶ୍ବର ବାଦଲକୁ ଜଳ ରେ ପୂର୍ଣ୍ଣ କରନ୍ତି ଓ ସହେି ମେଘ ରେ ବିଜୁଳି ସୃଷ୍ଟି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଦ୍ୟୁତର ମେଘ ବିସ୍ତାର କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବାଦଲକୁ ଜଳରେ ପୂର୍ଣ୍ଣ କରନ୍ତି ଓ ସେହି ମେଘରେ ବିଜୁଳି ସୃଷ୍ଟି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେ ନିବିଡ଼ ମେଘକୁ ଆର୍ଦ୍ରତାରେ ପୂର୍ଣ୍ଣ କରନ୍ତି; ସେ ଆପଣା ବିଜୁଳିର ମେଘ ବିସ୍ତାର କରନ୍ତି।