Job 37:12 — Compare Translations

5 translations compared side by side

Odia - 1840
"ପରମେଶ୍ବର ମେଘକୁ ଆଦେଶ ଦିଅନ୍ତି ସମଗ୍ର ପୃଥିବୀ ରେ ଭ୍ରମଣ କରିବା ପାଇଁ। ମେଘମାଳା ସେ ଯାହା ଆଜ୍ଞା କରନ୍ତି ତାହା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ତଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ଵାରା ତାହା ଘୂରେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମେଘକୁ ଆଦେଶ ଦିଅନ୍ତି ସମଗ୍ର ପୃଥିବୀରେ ଭ୍ରମଣ କରିବା ପାଇଁ। ମେଘମାଳା ସେ ଯାହା ଆଜ୍ଞା କରନ୍ତି ତାହା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ଯାହା କିଛି ଆଜ୍ଞା କରନ୍ତି, ତାହା ବାସଯୋଗ୍ୟ ଭୂମଣ୍ଡଳରେ ସାଧନ କରିବା ପାଇଁ ତାହାଙ୍କ ଚାଳନ ଦ୍ୱାରା ତାହା ଘୂରେ।