Job 37:13 — Compare Translations
5 translations compared side by side
Odia - 1840
"ଏହା ହୁଏତ ଲୋକଙ୍କୁ ଦଣ୍ଡ ଦବୋ ପାଇଁ ଅବା ଦେଶର ଉନ୍ନତି କରାଇବା ପାଇଁ ଅବା ପ୍ ରମେ ଦଖାଇବୋ ପାଇଁ ସେ ଏହା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦଣ୍ତ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି, ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ହୁଏତ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଅବା ଦେଶର ଉନ୍ନତି କରାଇବା ପାଇଁ ଅବା ପ୍ରେମ ଦେଖାଇବା ପାଇଁ ସେ ଏହା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦଣ୍ଡ ନିମନ୍ତେ, ବା ଆପଣା ଦେଶ ନିମନ୍ତେ, ଅଥବା ଦୟା ନିମନ୍ତେ ହେଉ, ସେ ତାହା ଘଟାନ୍ତି।