Job 37:14 — Compare Translations
5 translations compared side by side
Odia - 1840
"ଆୟୁବ, ଗୋଟିଏ ମୁହୂର୍ତ୍ତ ପାଇଁ ବନ୍ଦକର, ଓ ଥରେ ଭାବିଲ ଯେଉଁ ଅଲୌକିକ କାର୍ୟ୍ଯସବୁ ପରମେଶ୍ବର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ଵରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର ।
Odia Bible ERV 2004 (ପବିତ୍ର ବାଇବଲ)
“ଆୟୁବ, ଗୋଟିଏ ମୁହୂର୍ତ୍ତ ପାଇଁ ବନ୍ଦକର, ଓ ଥରେ ଭାବିଲ ଯେଉଁ ଅଲୌକିକ କାର୍ଯ୍ୟସବୁ ପରମେଶ୍ୱର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।
Odia IRV 2017 (ଓଡିଆ ବାଇବେଲ)
ହେ ଆୟୁବ, ଏଥିରେ କର୍ଣ୍ଣପାତ କର; ସ୍ଥିର ହୋଇ ଠିଆ ହୁଅ ଓ ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟକ୍ରିୟାସବୁ ବିବେଚନା କର।