Job 37:15 — Compare Translations

5 translations compared side by side

Odia - 1840
"ଆୟୁବ, ତୁମ୍ଭେ ଜାଣ କି ପରମେଶ୍ବର କିପରି ବାଦଲକୁ ନିଯନ୍ତ୍ରଣ କରନ୍ତି। ତୁମ୍ଭେ ଜାଣ କି ପରମେଶ୍ବର ତାଙ୍କର ବିଜୁଳି ଚମକାନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର କିରୂପେ ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଦ୍ୟୁତକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
Odia Bible ERV 2004 (ପବିତ୍ର ବାଇବଲ)
ଆୟୁବ, ତୁମ୍ଭେ ଜାଣ କି ପରମେଶ୍ୱର କିପରି ବାଦଲକୁ ନିୟନ୍ତ୍ରଣ କରନ୍ତି? ତୁମ୍ଭେ ଜାଣ କି ପରମେଶ୍ୱର ତାଙ୍କର ବିଜୁଳି ଚମକାନ୍ତି?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର କିପରି ସେମାନଙ୍କ ଉପରେ ଆପଣା ଆଜ୍ଞାଭାର ଥୁଅନ୍ତି ଓ ଆପଣା ମେଘର ବିଜୁଳିକୁ ଦୀପ୍ତିମାନ କରନ୍ତି, ଏହା କି ତୁମ୍ଭେ ଜାଣ?