Job 37:16 — Compare Translations
5 translations compared side by side
Odia - 1840
"ତୁମ୍ଭେ ଜାଣ କି ମେଘ ଖଣ୍ଡସବୁ ଆକାଶ ରେ କିପରି ଓହଳି ରୁହନ୍ତି। ସହେି ଅଲୌକିକ କାର୍ୟ୍ଯର ମେଘ ତ କବଳେ ଗୋଟିଏ ଉଦାହରଣ ଓ ପରମେଶ୍ବର ମଧ୍ଯ ସେସବୁ ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଜାଣ କି ମେଘ ଖଣ୍ଡସବୁ ଆକାଶରେ କିପରି ଓହଳି ରୁହନ୍ତି? ସେହି ଅଲୌକିକ କାର୍ଯ୍ୟର ମେଘ ତ କେବଳ ଗୋଟିଏ ଉଦାହରଣ ଓ ପରମେଶ୍ୱର ମଧ୍ୟ ସେସବୁ ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କି ମେଘମାଳର ସମତୌଲ, ପରମ ଜ୍ଞାନୀଙ୍କର ଆଶ୍ଚର୍ଯ୍ୟକ୍ରିୟାସବୁ ଜାଣ?