Job 37:17 — Compare Translations

5 translations compared side by side

Odia - 1840
"କିନ୍ତୁ ଆୟୁବ, ତୁମ୍ଭେ ଏସବୁ ଜାଣ ନାହିଁ। ତୁମ୍ଭେ କବଳେ ଏତିକି ଜାଣ ଯେ ଦକ୍ଷିଣ ଦିଗରୁ ଯେତବେେଳେ ପବନ ପ୍ରବାହିତ ହୁଏ, ତୁମ୍ଭର ପୋଷାକ ପତ୍ର ଗରମ ହାଇେ ୟାଏ। ଏବଂ ଦେଶ ନୀରବ ହାଇୟୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆୟୁବ, ତୁମ୍ଭେ ଏସବୁ ଜାଣ ନାହିଁ। ତୁମ୍ଭେ କେବଳ ଏତିକି ଜାଣ ଯେ ଦକ୍ଷିଣ ଦିଗରୁ ଯେତେବେଳେ ପବନ ପ୍ରବାହିତ ହୁଏ, ତୁମ୍ଭର ପୋଷାକ ପତ୍ର ଗରମ ହୋଇ ଯାଏ। ଏବଂ ଦେଶ ନୀରବ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣ ବାୟୁ ସକାଶୁ ପୃଥିବୀ ସ୍ତବ୍ଧ ଥିବା ବେଳେ ତୁମ୍ଭର ବସ୍ତ୍ର କିପରି ଉଷ୍ଣ ହୁଏ?